• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 24March 2025 To 30th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।

Gemini

ମିଥୁନ

Monday 24 Mar 2025

ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ। ସନ୍ତାନ ମଧ୍ୟରେ ବ୍ୟତିକ୍ରମ ଘଟିବାର ଆଶଙ୍କା ରହିଛି। ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ। ଆପଣଙ୍କର ବ୍ୟକ୍ତିତ୍ୱ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ହେବ। ପରୀକ୍ଷା ପ୍ରାର୍ଥୀମାନେ ଶ୍ରେଷ୍ଠ ପ୍ରଦର୍ଶନକାରୀ ହେବାର ସମ୍ଭାବନା ଅଧିକ ଦେଖାଦେବ। ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ। ଛାତ୍ରଛାତ୍ରୀମାନେ ପଢାରେ ଅବେହଳା କରିପାରନ୍ତି। ମହିଳାମାନଙ୍କ ମନବଳ ବୃଦ୍ଧି ଘଟିବ। ଯଦି ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୁକୂଳ ହେବ। ସଡକ ଦୁର୍ଘଟଣାର ସମ୍ଭାବନା ରହିଛି। ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି। ଧାର ଦେବା ନେବାରେ ନିବୃତ୍ତ ରୁହନ୍ତୁ ।

ପ୍ରତିକାର – ମା’ ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।