• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 24March 2025 To 30th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।

Cancer

କର୍କଟ

Monday 24 Mar 2025

ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ। ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ। ପୂର୍ବସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ। ପାରିବାରିକ ବୁଝାବଣା ବଢିବ। ଲୋକମାନଙ୍କ ସେବା କରିବାରେ ମନ ବଳାଇବେ। ବନ୍ଧୁ ସହୟତା ମିଳିବ। ରାଜନେତାଙ୍କ ସାମାଜିକ ସ୍ଥର ବଢିବ। ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ। କୋର୍ଟକଚେରି ମାମଲାରେ ଚିନ୍ତାରେ ରହିବେ। ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ। ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ। କୌଣସି କଥାକୁ ନେଇ ମତାନ୍ତର ଦେଖାଦେଇପାରେ ।

ପ୍ରତିକାର – ମା’ ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।