• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 24March 2025 To 30th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।

Leo

ସିଂହ

Monday 24 Mar 2025

ପ୍ରେମ ସମ୍ପର୍କ ଭଲ ରହିବ। ନୂଆ କଳାକୌଶଳ ଶିଖିବାକୁ ସୁଯୋଗ ମିଳିବ। ମନ ଭଲ ରହିବ। କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୂରା କରିବେ। ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ। ପଡ଼ୋଶୀଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ। ଶତ୍ରୁଙ୍କର ସମ୍ମୁଖୀନ ହୋଇପାରନ୍ତି। ହଜି ଯାଇଥିବା ଦ୍ରବ୍ୟର ସନ୍ଧାନ ମିଳିବ। ଅଯଥା କୋର୍ଟ ମାମଲାରେ ଫସି ଯାଇ ହଇରାଣ ହୋଇପାରନ୍ତି। ଆପଣ ଟିକେ ଆଳସ୍ୟ ଅନୁଭବ କରିବେ। ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରଆ ବ୍ୟସ୍ତ ରହିବେ। ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡ଼ିବ ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।