ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।
କୌଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସହୟତା ଲୋଡିବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ। ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ ବୁଝିବିଚାରି କଲେ ଠିକ୍ ହେବ । ଭୂ-ସମ୍ପତି ଭାଗ ହୋଇପାରେ । ନାରୀ ମାନଙ୍କର ସହନଶୀଳତା ବୃଦ୍ଧି ପାଇବ ।
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।