ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।
ପେଟରେ କଷ୍ଟ ଅନୁଭବ କରିବେ । ଭାଇ-ଭଉଣୀଙ୍କ ଖୁସି ପାଇଁ ପାରିବାରରେ ଶାନ୍ତି କେତେଂକାଶରେ ଦେଖାଦେବ। ପତ୍ନୀଙ୍କ ସହ ମନମାଳିନ୍ୟ ଯୋଗୁଁ ଆପଣ ଅଶାନ୍ତି ଭୋଗ କରିବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ। ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଭଲ ସଫଳତା ପାଇବେ । ପିତୃପୁରୁଷ ସମ୍ପତି ପାଇଁ ଖୁସି ଅନୁଭବ କରିବେ। ମହିଳା ମାନେ ନୂଆ କାର୍ଯ୍ୟର ଅନୁସନ୍ଧାନ କରିବେ । ଘର ପାଇଁ ଆସବାବ କ୍ରୟ କରିବେ। ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ।
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।