ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।
ପରିବାରରେ ଯେତେ ଅସୁବିଧା ଆସିଲେ ମଧ୍ୟ ସବୁକୁ ଏଡାଇ ଆଗକୁ ଯିବେ। ଜୀବନ ସାଥୀଙ୍କ ସହିତ ଦୂର ଯାତ୍ରାରେ ଆନନ୍ଦ ପାଇବେ। ଉଦବେଗରୁ ମୁକ୍ତି ମିଳିବ। ଉପଯୁକ୍ତ ସମୟରେ ଆଶା କରୁଥିବା ଦିଗରୁ ଅର୍ଥଲାଭ ହୋଇପାରେ। କର୍ମକ୍ଷେତ୍ରରେ ବାକି ପଡିଥିବା ପଇସା ପାଇବା ପାଇଁ ଚାପ ପ୍ରୟୋଗ କରିବେ। ଛାତ୍ରଛାତ୍ରୀ ମାନେ ସଫଳତା ହାସଲ କରିବେ। ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତ। ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ। ବ୍ୟସ୍ତତା ଭିତରେ ସମୟ ବିତାଇବେ। କୌଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ। ସମ୍ପତ୍ତି ବୃଦ୍ଧି ହୋଇପାରେ।
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।