• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 24March 2025 To 30th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।

Sagittarius

ଧନୁ

Monday 24 Mar 2025

ସୁସ୍ଥ ମାନସିକତା ରକ୍ଷା କରିବେ। ଭାଇଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଚିନ୍ତା ମୁକ୍ତ ରହିବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ। ଚାକିରିକ୍ଷେତ୍ରରେ ମହିଳା ମାନେ ମନୋନିତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି। ରାଜନୀତିରେ ନୂତନ କାର୍ଯ୍ୟରେ ଆଗ୍ରହ ପ୍ରକାଶ କରିବେ ଓ ଲୋକ ମାନଙ୍କ ପାଖରେ ପ୍ରିୟ ହୋଇପାରିବେ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ। ରାଜନୀତି କରିବାରେ ଆଗ୍ରହ ପ୍ରକାଶ ପାଇବ। ଶତ୍ରୁଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। କୋର୍ଟ,କଚେରି ମାମଲା ଆପଣଙ୍କ ସପକ୍ଷରେ ଯିବ। ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।