ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।
ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ। କର୍ତ୍ତୃପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ପାରନ୍ତି। ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ। ଆପଣ ଏକ ନୂତନ କାର୍ୟ୍ୟ ଆରମ୍ଭ କରିବେ। ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ। ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ। ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ। ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ। ମହିଳାମାନେ ବୁଦ୍ଧି ଖଟାଇ ପରିସି୍ଥତିକୁ ସୁଧାରି ନେବେ।
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।