• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 24th February 2025 To 2nd March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବ। ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ।

Pisces

ମୀନ

Monday 24 Feb 2025

ପରକଥାରେ ପଡି ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ। ଅପୂରଣୀୟ ଆଶା ମନରେ ଆଲୋଡ଼ନ କରିବା କାରଣରୁ ସାମୟିକ ଅଶାନ୍ତି ରହିବେ। ଆମଦାନୀ କାରବାର କ୍ଷେତ୍ରରେ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ। ପଦସ୍ଥ ବ୍ୟକ୍ତିବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସମୟଟି ବହୁତ ଭଲ, ଅର୍ଥଲାଭ ଓ ବନ୍ଧୁ ମିଳନ ଅବଶ୍ୟ ଘଟିବ। ସ୍ବାସ୍ଥ୍ୟରେ ଉନ୍ନତି, ପ୍ଲଟିଂ କାରବାରରେ ଅଗ୍ରଗତି, ବିବାଦୀୟ ଘଟଣାରେ ବିଜୟ ଲାଭର ସୂଚନା ରହିଛି।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :