• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 24th February 2025 To 2nd March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବ। ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ।

Sagittarius

ଧନୁ

Monday 24 Feb 2025

ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବ। ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ, କିନ୍ତୁ ମାନସିକ ଅସ୍ଥିରତା ଲାଗି ରହିବ। ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଗୃହସୀମାଜନିତ ବିବାଦ, କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ପିଲାମାନଙ୍କ କାଯ୍ୟ କଳାପରେ ଅସନ୍ତୁଷ୍ଟ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ସମ୍ପର୍କୀୟ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ଧୌର୍ଯ୍ୟର ସହ ପରିସ୍ଥିତିର ସାମ୍ନା କଲେ ଉପକୃତ ହେବେ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :