• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 24th February 2025 To 2nd March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବ। ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ।

Capricorn

ମକର

Monday 24 Feb 2025

ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାମାଜିକ ସ୍ତରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଯେଉଁ କାମରେ ବାହାରିଛନ୍ତି ସେଥିରେ କୃତକାଯ୍ୟ ହେବେ। ମାଲିମକଦ୍ଦମା, ବ୍ୟବସାୟ, ପରିବହନ ପାଇଁ ଅସୁବିଧା ହେବ ନାହିଁ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଆର୍ଥିକ ସ୍ଥିତିରେ ଅଭାବ ବୋଧଜନିତ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :