Advertisment

Weekly Horoscope From 26 May 2025 To 1 June 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

author-image
Namita Biswal
 Weekly Horoscope From 26 May 2025 To 1 June 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...
ସ୍ୱାସ୍ଥ୍ୟ ଭଲ ରହିବ। ଦୂରଯାତ୍ରା ଶୁଭପ୍ରଦ ହେବ। ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ। ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେବେ। କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ। ନିଜର ଅତିଥି ମାନଙ୍କ ସହିତ ମିଶିକି କିଛି ବିଶେଷ କରିବାକୁ ଯୋଜନା ବନାଇବେ । ଆପଣ ଆପଣଙ୍କର ଜୀବନ-ସାଥୀ ସହିତ କିଛି ବିଶେଷ କ୍ଷଣ ବିତାଇବେ ।