• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 26th August To 1st September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Aries

ମେଷ

Tuesday 27 Aug 2024

ଶାରିରୀକ ସୁସ୍ଥତା ଦେଖା ଦେବ । ବ୍ୟବସାୟିକ ସ୍ଥିତି, କର୍ମକ୍ଷେତ୍ର ହାଲୁକା ରହିବ । ଠିକ୍ ସମୟରେ ଠିକ୍ ନିଷ୍ପତି ନେଇ ସମସ୍ୟାକୁ ସୁଧାରି ନେବାରେ ପ୍ରଯତ୍ନ କରିବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ଶତୃମାନେ ମଥାନତ କରିବେ । ଦୂର ଯାତ୍ରାର ସୁଯୋଗ ପାଇବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆକସ୍ମିକ ଧନ ପ୍ରାପ୍ତି ହୋଇପାରେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । 
ପ୍ରତିକାର- ଗରିବ ଲୋକଙ୍କୁ ଭୋଜନ, ପୋଷାକ, ତୈଳ ଦାନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :