• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 26th August To 1st September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Taurus

ବୃଷ

Tuesday 27 Aug 2024

ପୁରାତନ ରୋଗରୁ ଉପଶମ ପାଇ ଶରୀର ସୁସ୍ଥ ରହିବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ରାଜନୀତିରେ ସଫଳତା ମିଳିବ । ସାମାଜିକ ସ୍ତରରେ ମାନ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ ।  ବାସସ୍ଥାନ ବା ଯାନବାହନର ନବୀକରଣ କରିବା ପାଇଁ ସୁବିଧା ସୁଯୋଗ ପାଇବେ । ନୂଆ କାମ କିଛି  ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି । ଅର୍ଥ ସମ୍ପର୍କକୁ ନେଇ ଭାତୃବିବାଦ ଦେଖାଦେବାର ସୂଚନା ରହିଛି । 
ପ୍ରତିକାର- ଓଁ ଶଂ ଶନିଶ୍ଚରାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :