• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 26th August To 1st September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Pisces

ମୀନ

Tuesday 27 Aug 2024

ଆୟ  ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଭାଇ ଭଉଣୀମାନଙ୍କ ସହ ମନୋମାଜିନ୍ୟ ମେଣ୍ଟିଯିବା ଫଳରେ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଯାହା ପାଇବାକୁ ଇଚ୍ଛା କରୁଛନ୍ତି ତାହା ନିଶ୍ଚିତ ମିଳିବ କିନ୍ତୁ ଏଥିପାଇଁ ବିବାଦର ସୂଚନା ରହିଛି। ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ କିମ୍ବା ସ୍ବାସ୍ଥ୍ୟ ସାମାନ୍ୟ ଅସୁସ୍ଥ ଅନୁଭବ କରିପାରନ୍ତି। ଅସଫଳତାର କାରଣ ଖୋଜିବାକୁ ଯାଇ ନିଜ ଲୋକଙ୍କୁ ଭୁଲ୍ ବୁଝିବେ।
ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :