• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 26th August To 1st September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Gemini

ମିଥୁନ

Tuesday 27 Aug 2024

ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ୱାରା ଶୁଭ ସମ୍ବାଦ ପାଇ ଉତ୍ସାହିତ ହେବେ । ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ । ରାଜନୀତରେ ପ୍ରଶଂସିତ ହେବେ । ଆତ୍ମକେନ୍ଦ୍ରିକ ହୋଇଯିବେ । ନିଜ ଲୋକମାନେ ଶତୃତା ଆଚରଣ କରିପାରନ୍ତି । ଉଚ୍ଚପଦସ୍ଥ ବ୍ୟକ୍ତି ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସମ୍ପର୍କ ମଧୁର ହେବା ଫଳରେ ସୁଖ ଶାନ୍ତିରେ ଦିନଟି କାଟିବେ । ଧନ ସମ୍ପତ୍ତି ଉପରେ ଧ୍ୟାନ କେନ୍ଦ୍ରୀଭୂତ ହେବା ଫଳରେ ସମସ୍ତ ବାଧାବିଘ୍ନ ଦୂରେଇ ଯାଇ ଯଶ ମାନ ସମ୍ମାନ ମିଳିବ ।
ପ୍ରତିକାର- କୌଣସି ଧର୍ମାନୁଷ୍ଠାନରେ ତେଲ, କଳା ଲୁଗା ଦାନ କରନ୍ତୁ 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :