• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 26th August To 1st September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Cancer

କର୍କଟ

Tuesday 27 Aug 2024

କୌଣସି ନୂଆ କାମ ଆରମ୍ଭ କରିବାକୁ ମନ ବଳାଇବେ । ଦୂରସ୍ଥ ସନ୍ତାନଙ୍କ ସକାଶେ ମନ ଉଦ୍‌ବେଗ ରଗିବା ଫଳରେ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ । 
ପ୍ରତିକାର- ଭୋକିଲା ଲୋକଙ୍କୁ ଖେଚୁଡି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :