• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 26th August To 1st September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Leo

ସିଂହ

Tuesday 27 Aug 2024

ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ । ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ । ରାଜନୀତି ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ ଓ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କ ଦ୍ୱାରା ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପନ୍ନ ହୋଇ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବା ଫଳରେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ କରିବେ । ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ ।
ପ୍ରତିକାର- ଗୁରୁଜନ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :