• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 26th August To 1st September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Virgo

କନ୍ୟା

Tuesday 27 Aug 2024

ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । ରାଜନୀତି କ୍ଷେତ୍ରରେ ଯଶ ଓ ମାନ୍ୟତା ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇ ସମ୍ମାନିତ ହେବେ । ସାଧାରଣ ଯୁକ୍ତି ତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହେବାର ସୂଚନା ରହିଛି ।
ପ୍ରତିକାର- ଗଣେଷଙ୍କୁ ଦୂବ ଦାନ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :