• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 26th August To 1st September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Libra

ତୁଳା

Tuesday 27 Aug 2024

ବ୍ୟବସାୟରେ ସ୍ୱାର୍ଥପରତା ଓ ଆଳସ୍ୟଭାବ ଯୋଗେ କ୍ଷତି ସହିବେ । ବନ୍ଧୁ ମିତ୍ର ଓ ସମ୍ପର୍କୀୟ ବ୍ୟକ୍ତିଙ୍କ ସହ ମାନ ମନାନ୍ତର ଦୂରେଇ ଯିବ । ଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ । ମନରେ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିପାରନ୍ତି । କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ନୂତନ ଯୋଜନାରେ ସଫଳ ହେବେ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଫଳରେ ଦୂରଯାତ୍ରାର ସୁଯୋଗ ପାଇବା ସହ ଆଶାତୀତ ଲାଭ ମିଳିବ ।
ପ୍ରତିକାର- ଓଁ ହ୍ରୀଂ ଦୁଂ ଦୁର୍ଗାୟୈ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :