• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 26th August To 1st September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Scorpio

ବିଛା

Tuesday 27 Aug 2024

ରାଜନୀତିରେ ଶତୃମାନେ ଦୂରେଇ ଯିବେ ଓ ଆକସ୍ମିକ ଧନ ପ୍ରାପ୍ତି ହେବ । ସମସ୍ତ କାର୍ଯ୍ୟ ସିଦ୍ଧି ହେବା ସହ ଆର୍ଥିକ ଉନ୍ନତି ଘଟିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପୂର୍ବରୁ ଚାଲିଥିବା ଜମିଜମା ସମସ୍ୟାର ସମାଧାନ ହୋଇପାରେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ୱନ୍ଦର ସମାଧାନ ହେବ । ପ୍ରିୟଜନଙ୍କୁ ଅନ୍ଧଭାବରେ ବିଶ୍ୱାସ କଲେ ଧୋକା ଖାଇ ପାରନ୍ତି । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡ ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତି ପାଇବେ ।
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :