• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ସେପ୍ଟେମ୍ବର ୨୬ ରୁ ୩ ଅକ୍ଟୋବର ୨୦୨୨, ଜାଣନ୍ତୁ କିପରି କଟିବ ଏହି ସପ୍ତାହ

କାହାରିକୁ କୌଣସି କଥା ବୁଝାଇବାରେ ଭୁଲ୍ ହୋଇଯିବ ।

Aries

ମେଷ

Sunday 25 Sep 2022

କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ରାଜନୀତିରେ ମନ ଚାହୁଁଥିବା ପଦ ମିଳିପାରେ। ସରକାରି ଚାକିରିଆଙ୍କୁ ଲାଭ ମିଳିବ। ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦର ରୋଗରେ ଆକ୍ରାନ୍ତ ହେବେ । ଇନ୍ଦ୍ରିୟ ସଯଂମକୁ ଅଣଦେଖା କରନ୍ତୁ ନାହିଁ। ମହିଳାମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ। ଛାତ୍ରଛାତ୍ରୀମାନେ ପଢାପଢିରେ ନିରନ୍ତର ମନ ଦେବେ।

ପ୍ରତିକାର ପାଇଁ- “ଓଁ ହ୍ରୀଂ ଶ୍ରୀଂ ଲକ୍ଷ୍ମୀ ନାରାୟଣାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

କାହାରିକୁ କୈାଣସି କଥା ବୁଝାଇବାରେ ଭୁଲ୍ ହୋଇଯିବ ।