କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବା ସହ ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ ।
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....