Advertisment

Weekly Horoscope From 28th April 2025 To 4th May 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

author-image
Saroj Kumar Jena
Weekly Horoscope From 28th April 2025 To 4th May 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...
ଆପଣଙ୍କ ଲାଗି ଭଲ ଦିନଟିଏ। ଆପଣଙ୍କୁ ପ୍ରଚୁର ସମ୍ମାନ ପ୍ରାପ୍ତି ହେବ। ବେପାରରେ ଯୋଜନାବଦ୍ଧ ରୂପେ କାମ କରିପାରନ୍ତି। ଦାମ୍ପତ୍ୟ ଜୀବନ ମଧୁରତାରେ ପୂର୍ଣ୍ଣ ରହିବ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁଣ୍ଣ ରହିବ ।