Weekly Horoscope From 28th July 2025 To 3rd August 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...
/odishatv-khabar/media/media_files/uploadimage/library/16_9/16_9_0/IMAGE_1739762502.jpg)
ଆପଣଙ୍କ ଭଲ ବ୍ୟବହାରରେ ଆଖପାଖର ଲୋକ ଖୁସି ରହିବେ। କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ଜୀବନସାଥୀ ସହିତ ବାହାରକୁ ବୁଲିଯିବେ। ବ୍ୟବସାୟରେ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ସକାରାତ୍ମକ ଭାବନା ଆପଣଙ୍କ ଲାଗି ଲାଭଦାୟକ ସାବ୍ୟସ୍ତ ହେବ। ଆଗକୁ ବଢ଼ିବା ଲାଗି ସମୟ ଭଲ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
