• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 28thOctober To 3rd November 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

Taurus

ବୃଷ

Monday 28 Oct 2024

ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ବ୍ୟପାର ବୃର୍ତିରେ ପ୍ରଗତି ହେବ । ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଅଫିସ୍ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ । ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :