• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 28thOctober To 3rd November 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

Aquarius

କୁମ୍ଭ

Monday 28 Oct 2024

ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞିବାରେ ସାହାର୍ଯ୍ୟ କରିବ । କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । କବିଙ୍କର କୈାଣସି କବିତାରେ ପ୍ରଂଶସା ମିଳିପାରେ ।ପୁରୁଣା ନେତାଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ । ବିବାଦୀୟ ପରିସ୍ଥିତିକୁ ଦୃଢ ମୁକାବିଲା କରିବେ । ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :