• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 28thOctober To 3rd November 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

Pisces

ମୀନ

Monday 28 Oct 2024

ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱର ସମ୍ମୁଖିନ ହେବାକୁ ପଡିପାରେ । ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :