• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 28thOctober To 3rd November 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

Gemini

ମିଥୁନ

Monday 28 Oct 2024

କୈାଣସି ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । ପ୍ରେମ ଜୀବନ ଭଲ ରହିବ । ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । ଜମି କ୍ରୟ କରି ଖୁସି ରହିବେ । ମହିଳା ମାନେ ପରିବାରରେ ପୁଷ୍ଟି ସାଧନ କରିବେ । କୈାଣସି କଥାକୁ ନେଇ ଅଧିକ ଭାବୁକ ରହିବେ । କୋର୍ଟରେ ଅପବ୍ୟବହାର ଦେଖାଇବେ । ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :