• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 28thOctober To 3rd November 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

Cancer

କର୍କଟ

Monday 28 Oct 2024

ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ଆୟନୀ , ଅଦାଲତରେ ଜଡିତ ରହିବେ । ମହିଳା ମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନ ଲାଭର ଯୋଗ ଅଛି । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :