• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 28thOctober To 3rd November 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

Leo

ସିଂହ

Monday 28 Oct 2024

ବିଶେଷ ସୂତ୍ରରୁ ଅର୍ଥ ଲାଭ କରିବେ । ରକ୍ତ ସମ୍ପର୍କୀୟ ଜଣେ ବନ୍ଧୁଙ୍କ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ , ସୁଯୋଗ ପାଇ କାମ ହାସଲ କରିବେ । ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞିତ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟ,ତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :