• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 28thOctober To 3rd November 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

Virgo

କନ୍ୟା

Monday 28 Oct 2024

କର୍ମଜୀବୀମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇ ପାରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମର ଫଳ ପାଇବେ । ପାରିବାରିକ ସ୍ଥିତି ସାମାନ୍ୟ ବଦଳିବ । ରାଜନିତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :