• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 28thOctober To 3rd November 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

Libra

ତୁଳା

Monday 28 Oct 2024

ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଛାତ୍ର ମାନେ ମୈଳିକ ବୁ୍ଦ୍ଧିର ଉପଯୋଗ କରିବେ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ । ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।

ପ୍ରତିକାର – ଗୋମାତାଙ୍କୁ ସବୁଜ ଘାସ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :