• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 28thOctober To 3rd November 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

Scorpio

ବିଛା

Monday 28 Oct 2024

ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି । ଅଦାଲତରୁ ଶୁଭଫଳ ପାଇବେ । ମହିଳା ମାନେ ବନ୍ଧୁଙ୍କ ସାମନାରେ ମନକଥା ଖୋଲିକି କହିବେ । ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ନିଜର ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ । କୋର୍ଟର ତାରିଖ ସ୍ଥିର ଧାର୍ଯ୍ୟ ହେବ । ମହିଳା ମାନେ କର୍ମତତ୍ପର ରହିବେ । ସରକାରୀ କ୍ଷେତ୍ରରେ ଲାଭ ହେବାର ସମ୍ଭାବନା ଅଛି । ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ

ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :