• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 28thOctober To 3rd November 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

Sagittarius

ଧନୁ

Monday 28 Oct 2024

ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ । ଘରର ବାତାବରଣ ଶାନ୍ତିମୟ ରହିବ । ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।ପୂଜା ପାଠ କରିବା ଦ୍ୱାରା ମନରେ ଶାନ୍ତି ଆସିବ। ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।

ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :