• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 28thOctober To 3rd November 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

Capricorn

ମକର

Monday 28 Oct 2024

ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ବ୍ୟବସାୟରେ ଆୟ-ବ୍ୟୟ ସମାନ ରହିବ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ । ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :