ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କିଛି କହି ପାରିବେ ନାହିଁ । ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର ।