• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 29th July To 4th August 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କିଛି କହି ପାରିବେ ନାହିଁ । ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର ।

Gemini

ମିଥୁନ

Monday 29 Jul 2024

ଆଜିର ପ୍ରତ୍ୟୁଷ ଯାତ୍ରା ଲକ୍ଷ୍ୟ ହାସଲ ଦିଗରେ ଅନୁକୂଳତା ପ୍ରଦାନ କରିବ। ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡାର ସମ୍ଭାବନା ରହିଛି। ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି ।କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ। ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ଉଚିତ ମନେ କରିପାରନ୍ତି।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :