• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 29th July To 4th August 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କିଛି କହି ପାରିବେ ନାହିଁ । ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର ।

Cancer

କର୍କଟ

Monday 29 Jul 2024

ପରିବାରରେ ପାରସ୍ପରିକ ସମନ୍ୱୟ ବୃଦ୍ଧି ହେବ ଓ ପାରିବାରିକ ସୁଖ ପ୍ରାପ୍ତି ହେବ । ଭାଇଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପୁଅ ଓ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଦୂରଯାତ୍ରାର ସୁଯୋଗ ପାଇବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବିଦ୍ୟାଧ୍ୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ।

ପ୍ରତିକାର- ମା ଭୁବନେଶ୍ୱରୀ ଯନ୍ତ୍ରିକ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :