• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 29th July To 4th August 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କିଛି କହି ପାରିବେ ନାହିଁ । ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର ।

Virgo

କନ୍ୟା

Monday 29 Jul 2024

ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ଅନେକ କାର୍ଯ୍ୟ ସହଜରେ ହାସଲ କରିପାରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ସାଧାରଣ ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ଧୌର୍ଯ୍ୟ ଓ ସହନଶୀଳତା ରହିବ । ଛାତ୍ରଛାତ୍ରୀମାନଙ୍କ ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :