• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 29th July To 4th August 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କିଛି କହି ପାରିବେ ନାହିଁ । ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର ।

Libra

ତୁଳା

Monday 29 Jul 2024

ପରିବାରରେ କୌଣସି ଏକ ସାଧାରଣ ଘଟଣାକୁ ନେଇ ଦ୍ୱନ୍ଦ୍ୱରେ ପଡିପାରନ୍ତି । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ପ୍ରେମ କ୍ଷେତ୍ରରେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ଅବିବାହିତ ଯୁବକଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଭୁଲ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣସହଯୋଗ କରିବା ଫଳରେ ଲୋକ ପ୍ରିୟତା ହାସଲ କରିବେ । ଅଫିସରେ ଭୁଲ୍ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହୋଇପାରନ୍ତି।

ପ୍ରତିକାର- ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :