• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 29th July To 4th August 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କିଛି କହି ପାରିବେ ନାହିଁ । ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର ।

Scorpio

ବିଛା

Monday 29 Jul 2024

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ, ଯାହାକି ଦୁଶ୍ଚିନ୍ତାର ମାତ୍ରାକୁ ବଢ଼ାଇଦେବ। ବିଦ୍ୟାରେ ଉନ୍ନତି ହେବ । ଯେ କୌଣସି କାମରେ ହାତ ଦେଲେ ସେଥିରେ ସଫଳତା ପାଇବେ । ଅର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟ ଭାଜନ ହେବେ ।

ପ୍ରତିକାର- ବଗଳାମୁଖିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :