• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 29th July To 4th August 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କିଛି କହି ପାରିବେ ନାହିଁ । ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର ।

Sagittarius

ଧନୁ

Monday 29 Jul 2024

କର୍ମକ୍ଷେତ୍ରରେ ହଠାତ୍ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ପାଇବା ତେଣେଥାଉ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଅଧିକାଂଶ ସମୟ ଅନ୍ୟମନସ୍କ ନ ରହି କିମ୍ବା ଅସାବଧାନତା ସହ ଯାନବାହାନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍ ହେବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ। ଅଭିଳାଷ ପୂରଣରେ ଅର୍ଥ ପ୍ରତିବନ୍ଧକ ସାଜିବାର ଆଶଙ୍କା ରହିଛି।

ପ୍ରତିକାର- ମା’ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :