• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 29th July To 4th August 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କିଛି କହି ପାରିବେ ନାହିଁ । ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର ।

Capricorn

ମକର

Monday 29 Jul 2024

ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ । ସକାଳୁ ସକାଳୁ ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ସାମାଜିକ ସ୍ତରରେ ସଭାସମିତି, ଆନୁଷ୍ଠାନିକ କ୍ଷେତ୍ର କିମ୍ବା ଧର୍ମକାର‌୍ୟ୍ୟରେ ବ୍ୟସ୍ତ ରହିବେ। ଅଫିସରେ ପରସ୍ପର ଗୋଡ଼ଟଣା ନୀତି ହେତୁ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।

ପ୍ରତିକାର- କାଳିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :