Weekly Horoscope: From 29th July To 4th August 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କିଛି କହି ପାରିବେ ନାହିଁ । ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର ।

Aries

ମେଷ

Monday 29 Jul 2024

ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କିଛି କହି ପାରିବେ ନାହିଁ । ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର । ଜୀବନରେ ସମ୍ବନ୍ଧ ଏବଂ ସମ୍ପର୍କୀୟଙ୍କ ମୂଲ୍ୟ ବୁଝିବାକୁ ଚେଷ୍ଟା କରନ୍ତୁ। ଆପଣ ନିଜର ବ୍ୟକ୍ତିତ୍ୱକୁ ଆକଳନ କରିବାକୁ ଚେଷ୍ଟା କରନ୍ତୁ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ।

ପ୍ରତିକାର- କୌଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :