• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 2nd September To 7th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Aries

ମେଷ

Monday 02 Sep 2024

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ହେବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । କୌଣସି ନୂତନ ପ୍ରଭାବଶାଳି ବ୍ୟକ୍ତିଙ୍କ ସହିତ ଭେଟ ହୋଇ ସୁଖ ସମୃଦ୍ଧି ବୃଦ୍ଧ ହେବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ ।

ପ୍ରତିକାର- ଦେବୀ ବଙ୍ଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :