• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 2nd September To 7th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Aquarius

କୁମ୍ଭ

Monday 02 Sep 2024

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରବାସ ଯାତ୍ରରେ ଲାଭବାନ ହେବେ । ନୂତନ କାର୍ଯ୍ୟଆରମ୍ଭ ପରିପାରିବେ । ରାଜନୀତିରେ ମିତ୍ରଙ୍କ ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପୁରୁଣା ନିବେଶ ଲାଭ ଦେବ । ଜାଗା , ଜମି , ଉଚ୍ଚସ୍ତରୀୟ ବାହନ ଆଦି ପ୍ରୟ କରିବେ ।

ପ୍ରତିକାର- ମହାଦେବଙ୍କ ମନ୍ତ୍ର ୨୧ ଥର ଜପ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :