• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 2nd September To 7th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Pisces

ମୀନ

Monday 02 Sep 2024

ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା , ମାନସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସ୍ୱନାମ ଅର୍ଜନ କରିପାରିବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ ।ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସରଳ ସହଜ ହୋଇଯିବ ।

ପ୍ରତିକାର- ବୃହସ୍ପତିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :