• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 2nd September To 7th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Gemini

ମିଥୁନ

Monday 02 Sep 2024

ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଘର-ପରିବାରକୁ ପ୍ରାଥମିକ ଦେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ ।

ପ୍ରତିକାର- ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :