• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 2nd September To 7th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Cancer

କର୍କଟ

Monday 02 Sep 2024

ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । କଳା , ସାହିତ୍ୟ , ଚଳଚ୍ଚିତ୍ର , ସଂଗୀତାଦି କ୍ଷେତ୍ରରେ ସମ୍ମାନ ପାଇବେ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ , ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । ଘରୋଇ କାର୍ଯ୍ୟରେ ସଫଳତା ପ୍ୟାପ୍ତ ହେବ । ପିକନିକ୍ , ପାର୍ଟି ଆଦିର ପୋଗ୍ରାମ୍ କରିବେ । ନିଜ ପରିଶ୍ରମରେ ସଫଳତା ପାଇବେ ।

ପ୍ରତିକାର- ଶ୍ୱେତଚନ୍ଦନରେ କର୍ପୁର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :